ଭୁବନେଶ୍ୱର :IFS ସନତ କୁମାର ଏନ୍ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ I ପୂର୍ବରୁ ଉପନିର୍ଦ୍ଦେଶକ ଦାୟିତ୍ବରେ ଥିଲେ ସନତ କୁମାର ଏନ୍ I ନିର୍ଦ୍ଦେଶକ ଥିବା ମନୋଜ ଭି. ନାୟରଙ୍କୁ SPCB ମେମ୍ବର ସେକ୍ରେଟାରୀ ଦାୟିତ୍ବ ଦିଆଯାଇଛି I ଏଥିସହ ମନୋଜ ଭି. ନାୟରଙ୍କୁ ବନ୍ୟପ୍ରାଣୀ ଅତିରିକ୍ତ ପିସିସିଏଫ୍ ଦାୟିତ୍ବ I CAMPA ସିଇଓ ଜି. ରାଜେଶଙ୍କୁ OFSDPର PD ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି I