ବହୁ ଚର୍ଚ୍ଚିତ ପୋଲିସ ଏସଆଇ ନିଯୁ୍‌କ୍ତି କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚକୁ ମିଳିଛି ବହୁତ ବଡ ସଫଳତା । ପ୍ରାୟ ଏକ ମାସ ପରେ ଗିରଫ ହୋଇଛି ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟୀ । କ୍ରାଇମବ୍ରାଞ୍ଚ ଶଙ୍କର ପୃଷ୍ଟିକୁ ନେପାଳ ସୀମା ଉତ୍ତରାଖଣ୍ଡରୁ ଗିରଫ କରିଛି । ୨୦୨୪ ମସିହାରେ ଏସ୍ଆଇ ପରୀକ୍ଷା ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପରୀକ୍ଷା ଆୟୋଜନ ଦାୟିତ୍ୱ ଓଡ଼ିଶା ପୁଲିସ ରିକ୍ରୁଟ୍ମେଣ୍ଟ୍ ବୋର୍ଡ ନେଇଥିଲା ।

youtube placeholder image