ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡ୍‌ଲାଇନ୍

ଝିଅ ବୟସ ୧୮ରୁ ୩୫ ବର୍ଷ, ପୁଅ ବୟସ ୨୧ରୁ ୩୫ ବର୍ଷ ହୋଇଥିବ |ବିବାହ ପାଇଁ ପ୍ରତ୍ୟେକ କନ୍ୟାଙ୍କୁ ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି | ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର | ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାରଏନେଇ ସବୁ ଜିଲାପାଳଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି ଜାରି |