• ଯାତ୍ରୀଙ୍କୁ ଟଙ୍କା ଫେରାଇବାକୁ ଇଣ୍ଡିଗୋକୁ ନିର୍ଦ୍ଦେଶ |
  • ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି |
  • କାଲି ରାତି ୮ଟା ଭିତରେ ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ |
  • ପ୍ରଭାବିତ ଯାତ୍ରୀମାନଙ୍କୁ ରି-ସିଡ୍ୟୁଲିଂ ଚାର୍ଜ ଲଗାଇବା ମନା |
  • ଡେଡିକେଟେଡ୍ ଯାତ୍ରୀ ସହାୟତା ଓ ରିଫଣ୍ଡ ସେଲ୍ ଖୋଲିବାକୁ ମଧ୍ୟ ଜାରି ହୋଇଛି ନିର୍ଦ୍ଦେଶ |
  • ଅମାନ୍ୟ କଲେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ |
  • ବ୍ୟାଗେଜକୁ ୪୮ ଘଣ୍ଟା ମଧ୍ୟରେ ଚିହ୍ନଟ କରି ଘରକୁ ଡେଲିଭରି କରିବା ପାଇଁ ନିର୍ଦ୍ଦେଶ |
  • ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ଜରୁରୀକାଳୀନ ଯାତ୍ରୀଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପରାମର୍ଶ |