ଭୁବନେଶ୍ୱରରେ ହେବ ଭିସା_ସେଣ୍ଟର
*ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’
*ବରମୁଣ୍ଡା ବସ୍ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର
*ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ
*ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡ଼ିବନି