ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ
ଭୁବନେଶ୍ୱର : ରାଜଧାନୀର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା
-ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ
-ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ଶିଖରଚଣ୍ଡୀ ପୀଠ ବନ୍ଦ ରଖିଲା
-ମନ୍ଦିରମୁଖ୍ୟ ଫାଟକରେ ତାଲା ପକାଇଲା ବନ ବିଭାଗ
-ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼
-ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ
-ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ
ଅଘଟଣ ଏଡ଼ାଇବାକୁ ବନ ବିଭାଗ ଏଭଳି ପଦକ୍ଷେପ ନେଇଛି I