• ବାରବାଟୀରେ ଆଜି ଅଭ୍ୟାସ କରିବେ ଭାରତ-ଦକ୍ଷିଣ ଆଫ୍ରିକା ଖେଳାଳି |
  • ଅପରାହ୍ନ ୧.୩୦ରୁ ୪.୩୦ ଯାଏ ଅଭ୍ୟାସ କରିବ ଟିମ୍ ଇଣ୍ଡିଆ |
  • ଦକ୍ଷିଣ ଆଫ୍ରିକା ଦଳ ସନ୍ଧ୍ୟା ୫.୩୦ରୁ ୮.୩୦ ଯାଏ ଅଭ୍ୟାସ କରିବ |
  • ନେଟ୍‌ ପ୍ରାକ୍ଟିସ ଦେଖିବା ପାଇଁ ଦୁଇଟି ଗ୍ୟାଲେରୀ ଖୋଲା ରହିବ |
  • ଗ୍ୟାଲେରୀ ନମ୍ବର ୬ ଓ ୭ରେ ଦର୍ଶକ ମାନେ ଦେଖିପାରିବେ ଅଭ୍ୟାସ |