youtube placeholder image

ଭାରତର ଉତ୍ସବ ସଂସ୍କୃତିର ଆତ୍ମା​​ ଦୀପାବଳି ପର୍ବ ୟୁନେସ୍କୋର ଅମୂର୍ତ ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛି। ଏହା ଭାରତ ଏବଂ ବିଶ୍ୱରେ ରହୁଥିବା ଭାରତୀୟମାନଙ୍କ ପାଇଁ ଏକ ଅତ୍ୟନ୍ତ ଗର୍ବର ମୁହୂର୍ତ୍ତ। ଦୀପାବଳି ପର୍ବ ଆମର ସଂସ୍କୃତି, ପରମ୍ପରା ଏବଂ ଆଧ୍ୟାତ୍ମିକ ଆଲୋକର ପ୍ରତୀକ।