youtube placeholder image

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗ ଦେଇ ନୂତନ ଭାବେ ଚୟନୀତ ୩ଟି ବିଭାଗର ୫୯୧ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିସହ ୪୨୫ କୋଟି ଟଙ୍କାର ନୂତନ ଜଳସେଚନ କାର୍ଯ୍ୟର ଉଦଘାଟନ ଏବଂ ୨୦୬୩ କୋଟି ଟଙ୍କା ମୂଲ୍ଯର ବିଭିନ୍ନ ପ୍ରକଳ୍ପ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ |