ଭୁବନେଶ୍ୱର : ରୋଗୀ ସେବାରେ ନୂଆ ଆମ୍ବୁଲାନ୍ସ ସାମିଲ I ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ I
ରାଜ୍ୟବାସୀଙ୍କ ସେବାରେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ I ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ୱୁଲାନ୍ସ ଗଡ଼ିବାର ଯୋଜନା ଅଛି I ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହେଲା ୧୫୦ଟି ନୂଆ ୧୦୮ ଆମ୍ୱୁଲା ୧୦୮ ଆମ୍ୱୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ୱୁଲାନ୍ସ I