ଭୁବନେଶ୍ୱର : ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଦାୟିତ୍ଵ ନେବେ ଅନୁ ଗର୍ଗ I
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ l ୧୯୯୧ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ଅନୁ ଗର୍ଗ l
୨୦୨୯ ମାର୍ଚ୍ଚ ପର୍ଯ୍ୟନ୍ତ ରହିବ ଅନୁ ଗର୍ଗଙ୍କ କାର୍ଯ୍ୟକାଳ l ଲୋକସେବା ଭବନରେ ମନୋଜ ଆହୁଜାଙ୍କଠାରୁ ନେବେ ଦାୟିତ୍ଵ l
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ I ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ଵରେ ରହିଛନ୍ତି I
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ I