ଭୁବନେଶ୍ୱର: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା I ଏଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା I ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର I ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ I ବାଦ୍‌ ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି I