ଶହୀଦ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି
ଢେଙ୍କାନାଳ ନୀଳକଣ୍ଠପୁରରେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି।ଦେଶମାତୃକାର ସୁରକ୍ଷା ଓ ସ୍ବାଭିମାନ ରକ୍ଷା ପାଇଁ ପ୍ରଜାମଣ୍ଡଳ ଆନ୍ଦୋଳନରେ ବ୍ରତୀ ହୋଇ ମାତ୍ର 12…






