Tag: accident

ସଡ଼କ ଦୁର୍ଘଟଣାରେ ସାମ୍ବାଦିକା ମୃତ

ଭୁବନେଶ୍ୱର :ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ। ପୁରୀ- ଭୁବନେଶ୍ବର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍ ଧକ୍କାରେ ପ୍ରମେୟ ନ୍ୟୁଜ୍ ସେଭେନ୍ରେ କାର୍ଯ୍ୟରତ ସାମ୍ବାଦିକା ଶିଲା ପଟ୍ଟନାୟକ ଓ ତାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଛି।…