Tag: ed

ଆଲମାରୀ ଭର୍ତ୍ତି ଟଙ୍କା ଦେଖି ଇଡି ଆଖି ଟେରା

ଭୁବନେଶ୍ୱର: ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା। ଗଞ୍ଜାମ ଜିଲ୍ଲା ବିଜେଡି ନେତା ତଥା ଠିକାଦାର ହୃଷିକେଶ ପାଢ଼ୀଙ୍କ ଘରେ ବଡ଼ ଧରଣର ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ତାଙ୍କ ଲିଙ୍କରେ ଗଞ୍ଜାମ ଜିଲ୍ଲାର ୨୦ଟି ସ୍ଥାନରେ ଚଢ଼ାଉ…